Masthead

ଅଫୁଟା ବୋମା ଜବତ

ଚାନ୍ଦବାଲି  (ବଡ଼ ଖବର ବ୍ୟୁରୋ): ଦୁଇ ଅଫୁଟା ବୋମା ଉଦ୍ଧାର କଲା ଚାନ୍ଦବାଲି ପୋଲିସ । କଟକ ମୁଖ୍ୟ ରାସ୍ତାର ଚାନ୍ଦବାଲି ବୈତରଣୀ ବ୍ରିଜ ନିକଟରୁ ୨ ଟି ହାତ ତିଆରି ବୋମା କୁ ଉଦ୍ଧାର କରିଛି ପୋଲିସ । ଆଜି ସକାଳୁ ବ୍ରିଜ ନିକଟକୁ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବକ ଯାଇଥିଲେ । ଗୋଟିଏ ବ୍ୟାଗ ରେ ୨ ଟି ହାତ ତିଆରି ଅଫୁଟା ବୋମା ଥିବାର ଦେଖିବାକୁ ପାଇଥିଲେ । ତେବେ ସଙ୍ଗେ ସଙ୍ଗେ ଯୁବକ ଚାନ୍ଦବାଲି ପୋଲିସକୁ ଖବର ଦେଇଥିଲେ ।

ଚାନ୍ଦବାଲି ପୋଲିସ ବ୍ରିଜ ନିକଟରେ ପହଞ୍ଚି ୨ ଟି ହାତ ତିଆରି ବୋମାକୁ ଉଦ୍ଧାର କରିବା ସହ ପାଣିରେ ପକାଇ ବୋମା ଦୁଇଟିକୁ ନିଷ୍କ୍ରିୟ କରିଛନ୍ତି । ତେବେ ଚାନ୍ଦବାଲି ବ୍ଲକର ମତୋ ଫାଣ୍ଡି ଅଞ୍ଚଳରେ ହାତ ତିଆରି ବୋମା ଭିଡା ଯାଏ । ତେଣୁ କେହି କିଛି ମନ୍ଦ ଉଦ୍ଦେଶ୍ୟ ରେ ଏହାକୁ ଆଣି ଥାଇପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ