Masthead

ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜଧାନୀ ଦିଲ୍ଲୀରେ ପୁଣି ବୋମା ଆତଙ୍କ। ଦିଲ୍ଲୀର ଦୁଇଟି ଘରୋଇ ସ୍କୁଲକୁ ବୋମା ଲଗାଇ ଉଡାଇ ଦେବାକୁ ମିଳିଛି ଧମକ । ଡିପିଏସ ଆର୍.କେ.ପୁରମ୍ ଓ ପଶ୍ଚିମବିହାର ଜିଡି ଗୋଏଙ୍କା ସ୍କୁଲକୁ ଇ-ମେଲ୍ ଯୋଗେ ଧମକ ଆସିଛି। ସକାଳ ୭ଟାରେ ଇ-ମେଲ୍‌ ଯୋଗେ ଏହି ଦୁଇଟି ସ୍କୁଲକୁ ଧମକପୂର୍ଣ୍ଣ ମେସେଜ ଆସିଥିଲା। ବୋମା ଲାଗାଇ ସ୍କୁଲକୁ ଉଡାଇକୁ ଦେବାକୁ କେହି ଜଣେ ଦୁର୍ବୃତ୍ତ ଧମକ ଦେଇଥିଲେ।

ଏହାପରେ ତୁରନ୍ତ ପିଲାଙ୍କୁ ଘରକୁ ପଠାଇ ଦିଆଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗର ଟିମ୍‌ ମଧ୍ୟରେ ସ୍କୁଲରେ ପହଞ୍ଚିଛି। ତଲାସି ଜାରି ରହିଛି। ଗତ ଅକ୍ଟୋବର ମାସରେ ରୋହିଣୀ ଅଞ୍ଚଳର ଏକ ସ୍କୁଲରେ ବିସ୍ଫୋରଣ ଘଟିଥିଲା। ତେଣୁ ଏବେ ପୁଣି ଥରେ ସ୍କୁଲକୁ ଧମକ ଆସିବା ପରେ ଦିଲ୍ଲୀର ସ୍କୁଲ ଗୁଡ଼ିକାରେ ବଢ଼ିଛି ସୁରକ୍ଷା ଚିନ୍ତା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା