Masthead

ସଲମାନଙ୍କୁ ମିଳିଲା ଆଶ୍ୱସ୍ତି

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବମ୍ବେ ହାଇକୋର୍ଟ ପକ୍ଷରୁ ସଲମାନ ଖାଁଙ୍କୁ ମିଳିଛି ବଡ ଆଶ୍ୱସ୍ତି । ଅଭିନେତାଙ୍କ ବିରୋଧରେ ୨୦୧୯ରେ ହୋଇଥିବା ଏକ ମାମଲାକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଏହାସହ ତାଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରି ଦେଇଛନ୍ତି। କିସି କା ଭାଇ କିସି କା ଜାନ ଆକ୍ଟରଙ୍କ ବିରୋଧରେ ଦାଖଲ ହୋଇଥିବା ଅପରାଧିକ ମାମଲାକୁ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ, ସଲମାନଙ୍କ ବିରୋଧରେ ୨୦୧୯ରେ ଜଣେ ଖବରଦାତା ଅଶୋକ ପାଣ୍ଡେ ଡରାଇବା ଓ ଧମକାଇବା ଅଭିଯୋଗ ସହ ମାମଲା ଦାୟର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି