Masthead

ଟିଏମସି ନେତାଙ୍କ ଉପରେ ବୋମାମାଡ଼

ବୋମା ଲଗାଇ ଉଡ଼ାଇଦେଲେ ଦୁବୃତ୍ତ । ଜଣେ ମୃତ, ୨ ଗୁରୁତର

ପଶ୍ଚିମବଙ୍ଗ(ବଡ଼ ଖବର ବ୍ୟୁରୋ): ଟିଏମସି ନେତାଙ୍କ ଉପରେ ବୋମାମାଡ଼ । ବୋମା ଲଗାଇ ଉଡ଼ାଇଦେଲେ ଦୁବୃତ୍ତ । ଜଣେ ମୃତ, ୨ ଗୁରୁତର । ଏଭଳି ଘଟଣା ସାମ୍ନାକୁ ଆସିଛି ପଶ୍ଚିମବଙ୍ଗର ବୀରଭୂମିରୁ। ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଟିଏମ୍‌ସି ନେତା ନ୍ୟୁଟନ୍‌ ଶେଖ ବୋଲି ଜଣାପଡିଛି। ସେହିପରି ଲାଲୁ ଶେଖ ଓ ଅନ୍ୟ ଜଣେ ଗୁରୁତର ଅଛନ୍ତି।
ପୁଲିସ ସୂଚନା ଅନୁସାରେ, କେଉଁ କାରଣରୁ ଏହି ବୋମାମାଡ଼ ହୋଇଛି ବର୍ତ୍ତମାନ ସୁଦ୍ଧା କୌଣସି କାରଣ ସାମ୍ନାକୁ ଆସିନାହିଁ। ତେବେ ପ୍ରାଣ ହରାଇଥିବା ଟିଏମସି ନେତା ନ୍ୟୁଟନ୍ ଶେଖଙ୍କ ସମ୍ପର୍କୀୟମାନେ ଏହି ଘଟଣାକୁ ପ୍ରତିଶୋଧର କାର୍ୟ୍ୟ ବୋଲି କହିଛନ୍ତି। ତାଙ୍କ ପୁତୁରା ଫିରାଜୁଲ ଇସଲାମ ପୁଲିସକୁ କହିଛନ୍ତି ଯେ ତାଙ୍କ ଦାଦାଙ୍କୁ ରାଜନୈତିକ ଶତ୍ରୁତା ଯୋଗୁଁ ହତ୍ୟା କରାଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ