Masthead

ପୋଲିସ ଉପରେ ବୋମାମାଡ଼

ଆଠଗଡ(ବଡ଼ ଖବର ବ୍ୟୁରୋ): ସିମେଣ୍ଟ କାରଖାନାରେ ବିଦ୍ୟୁତ ସଂଯୋଗବେଳେ ଉତ୍ତେଜନା । ଜମି ଉପରେ ଟାଓ୍ବାର ଲାଇନ ଟଣା ଯାଉଥିଲା ସେମାନେ କ୍ଷତିପୂରଣ ମାଗିଥିଲେ । କ୍ଷତିପୂରଣ ନ ଦେଇ ତାର ଟଣା ଯାଉଥିବାରୁ ପୂର୍ବରୁ ଚାପା ଉତ୍ତେଜନା ଥିଲା । ଖୁଣ୍ଟୁଣୀ ଥାନା ଡାଳଭାଗ ଗାଁରେ ପୋଲିସ ଉପସ୍ଥିତିରେ ତାର ଟଣା ଯାଉଥିଲା । ଏହି ସମୟରେ କିଛି ଦୁର୍ବୃତ୍ତ ଆସି ଉକ୍ତ ସ୍ଥାନରେ ବୋମାମଡ କରି ଚମ୍ପଟ ମାରିଛନ୍ତି । ଘଟଣାସ୍ଥଳରେ ଜଣେ ପୋଲିସ କନେଷ୍ଟବଳ ଆହତ ହୋଇଛନ୍ତି । ଖବର ପାଇ ଘଟଣା ସ୍ଥଳରେ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା