ପୋଲିସ ଉପରେ ବୋମାମାଡ଼

ଆଠଗଡ(ବଡ଼ ଖବର ବ୍ୟୁରୋ): ସିମେଣ୍ଟ କାରଖାନାରେ ବିଦ୍ୟୁତ ସଂଯୋଗବେଳେ ଉତ୍ତେଜନା । ଜମି ଉପରେ ଟାଓ୍ବାର ଲାଇନ ଟଣା ଯାଉଥିଲା ସେମାନେ କ୍ଷତିପୂରଣ ମାଗିଥିଲେ । କ୍ଷତିପୂରଣ ନ ଦେଇ ତାର ଟଣା ଯାଉଥିବାରୁ ପୂର୍ବରୁ ଚାପା ଉତ୍ତେଜନା ଥିଲା । ଖୁଣ୍ଟୁଣୀ ଥାନା ଡାଳଭାଗ ଗାଁରେ ପୋଲିସ ଉପସ୍ଥିତିରେ ତାର ଟଣା ଯାଉଥିଲା । ଏହି ସମୟରେ କିଛି ଦୁର୍ବୃତ୍ତ ଆସି ଉକ୍ତ ସ୍ଥାନରେ ବୋମାମଡ କରି ଚମ୍ପଟ ମାରିଛନ୍ତି । ଘଟଣାସ୍ଥଳରେ ଜଣେ ପୋଲିସ କନେଷ୍ଟବଳ ଆହତ ହୋଇଛନ୍ତି । ଖବର ପାଇ ଘଟଣା ସ୍ଥଳରେ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’