Masthead

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବୋମ୍ମାଇ

(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ୨୩ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ । ରାଜଭବନରେ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ। ବାସବରାଜ କର୍ଣ୍ଣାଟକ ରାଜନୀତିର ଜଣେ ବରିଷ୍ଠ ନେତା। ବୁଧବାର ଶପଥ ଗ୍ରହଣ ସମାରୋହରେ କର୍ଣ୍ଣାଟକ ବିଜେପିର ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ । ଏଥିସହ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିଥିଲେ ।

ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ବାସବରାଜଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ବଛାଯାଇଥିଲା । କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ.ଆର. ବୋମାଇଙ୍କ ପୁତ୍ର ହେଉଛନ୍ତି ବାସବରାଜ୍ । ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ବାସବରାଜ ହିଁ ଥିଲେ ଏକ ମାତ୍ର ପ୍ରତିଦ୍ୱନ୍ଦ୍ୱି । ଲିଙ୍ଗାୟତ ସମ୍ପ୍ରଦାୟରୁ ଆସିଥିବାରୁ ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ସମର୍ଥନ ମିଳିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ