Masthead

ହାଡ଼ ଭଙ୍ଗା ଶୀତ:ଏହି ଜିଲ୍ଲା ଅଧିକ ଥରିବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ୨୪ଘଣ୍ଟାରେ ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ । ଫୁଲବାଣୀରେ ସର୍ବନିମ୍ମ ୪ଡିଗ୍ରୀ, ଦାରିଙ୍ଗବାଡ଼ିରେ ୬ଡିଗ୍ରୀ ରହିଛି । ଆସନ୍ତା ୩ ଦିନ ପାଇଁ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ମୟୁରଭଞ୍ଜ ପାଇଁ ତୀବ୍ର ଶୀତ ଲହରିର ପୂର୍ବାନୁମାନ କରାଯାଇଛି । ଏହାସହ ୧୧ଟି ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହା ମଧ୍ୟରେ ରହିଛି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ବରଗଡ଼ ଓ ଦେବଗଡ଼ । ଅଥାତ୍ ଏହି ଜିଲ୍ଲାରେ ପାରଦ ତଳକୁ ଖସିବ । ଆଗାମୀ ୩ ଦିନ ପାଇଁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ । ଉତ୍ତର ଦିଗରୁ ଶୁଷ୍କ ବାୟୁ ପ୍ରବାହ ବଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା