Masthead

ବିଜେଡି କର୍ମୀଙ୍କ ଘର ଉପରକୁ ଦୁବୃର୍ତ୍ତଙ୍କ ବୋମା ମାଡ଼

ନରସିଂହପୁର  (ବଡ଼ ଖବର ବ୍ୟୁରୋ): କାନପୁର ବିଜେଡି କର୍ମୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ବିଳମ୍ବିତ ରାତ୍ରିରେ କାନପୁର ମହାଦେବ ସାହିର ନିତ୍ୟାନନ୍ଦ ଖଟୁଆଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି । ବିଳମ୍ବିତ ରାତ୍ରିରେ ଚାରୋଟି ବୋମା ମାଡ଼ ହୋଇଥିବା ଜଣାପଡିଛି । ସେଥି ମଧ୍ୟରୁ ଗୋଟିଏ ବୋମା ଫୁଟିଛି । ବୋମା ମାଡ଼ର କାରଣ ଜଣା ପଡ଼ିନଥିବା ବେଳେ ଘଟଣାସ୍ଥଳରେ କାନପୁର ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା