Masthead

ସାମାନ୍ୟ ବଚସାରୁ ବୋମାମାଡ଼, ଗାଁ ପାଲଟିଲା ଋଣକ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଁ ପାଲଟିଥିଲା ଋଣକ୍ଷେତ୍ର । ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ । ତରାବଇ ଗାଁର ୨ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ବଚସା ଓ ହାତାହାତି ହୋଇଥିଲା। ଗଣ୍ଡଗୋଳରେ ଉଭୟ ଗୋଷ୍ଠୀର ଅନେକ ଲୋକ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ଏବଂ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ