Masthead

ସାମାନ୍ୟ ବଚସାରୁ ବୋମାମାଡ଼, ଗାଁ ପାଲଟିଲା ଋଣକ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଁ ପାଲଟିଥିଲା ଋଣକ୍ଷେତ୍ର । ଖୋର୍ଦ୍ଧା ଜଟଣୀ ଥାନା ତରାବୋଇ ଗାଁରେ ଗୋଷ୍ଠୀ ସଂଘର୍ଷ । ତରାବଇ ଗାଁର ୨ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରଥମେ ବଚସା ଓ ହାତାହାତି ହୋଇଥିଲା। ଗଣ୍ଡଗୋଳରେ ଉଭୟ ଗୋଷ୍ଠୀର ଅନେକ ଲୋକ ଆହତ ହୋଇଛନ୍ତି । ଆହତମାନଙ୍କୁ ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ଏବଂ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ