Masthead

ଆଜିବି ସଂସଦରେ ହଟ୍ଟଗୋଳ

ଆଦାନୀ ଗ୍ରୁପ ମାମଲାରେ ସଂସଦରେ ଝଡ଼, ୨ଟା ଯାଏ ମୁଲତବି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଦାନୀ ଗ୍ରୁପ ମାମଲାରେ ସଂସଦରେ ଝଡ଼ । ଆଦାନୀ ମାମଲାକୁ ବିରୋଧ କରି ଉଭୟ ଗୃହରେ ହଟ୍ଟଗୋଳ । ସଂସଦରେ ବିରୋଧି ହଙ୍ଗାମା କରିବା ସହିତ ଏହି ପ୍ରସଙ୍ଗରେ ସଂସଦୀୟ କମିଟି ଗଠନ କରିବାକୁ ଦାବି କରିଥିଲେ । ସେପଟେ ଶାସକ ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା କରିବାକୁ ଦାବି କରିଥିଲେ । ହଟ୍ଟଗୋଳ ପରେ ଉଭୟ ଗୃହକୁ ୨ ଟା ପର୍ଯ୍ୟନ୍ତ ମୁଲତବି ରଖାଯାଇଛି । ବିରୋଧୀ ସାଂସଦମାନେ ସଂସଦ ପରିସରରେ ଥିବା ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ମାମଲାର ଜେପିସି କିମ୍ବା ସୁପ୍ରିମକୋର୍ଟଙ୍କ ତଦାରଖ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ