Masthead

ସଂସଦରେ ଆଜି ବି ଅଚଳାବସ୍ଥା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସଂସଦରେ ଆଜି ବି ଅଚଳାବସ୍ଥା । ଦିନ ୧୨ ଟା ଯାଏ ଗୃହ ମୁଲତବି । ଆଦାନୀ ଗ୍ରୁପ ପ୍ରସଙ୍ଗରେ କ୍ରମାଗତ ତୃତୀୟ ଦିନ ପାଇଁ ସଂସଦର କାର୍ଯ୍ୟ ବନ୍ଦ ରହିଛି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି କରାଯାଇଛି । ସୋମବାର ଦିନ ଉଭୟ ଗୃହରେ ମଧ୍ୟ ମିଳିତ ସଂସଦୀୟ କମିଟି (ଜେପିସି) ଏବଂ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ଅନୁଯାୟୀ ବିରୋଧୀ ଦଳ ହଟ୍ଟଗୋଳ କରିଥିଲେ । ପରେ କଂଗ୍ରେସ ପକ୍ଷରୁ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଦେଶବ୍ୟାପି ବିକ୍ଷୋଭ ପ୍ରଦର୍ଶନ ମଧ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ