Masthead

ଟପ୍ କଲେ ଶାନ୍ତିଲତା

କଣ୍ଟାମାଳ (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଗଙ୍ଗାଧର ମେହର ବିଶ୍ୱବିଦ୍ୟାଳୟର ସ୍ନାତ୍ତକୋତ୍ତର ପରୀକ୍ଷା ଫଳ । ରାଜନୀତି ବିଜ୍ଞାନ ବିଭାଗରେ ୭୧.୮୦ ପ୍ରତିଶତ ନମ୍ବର ରଖି ବିଶ୍ୱବିଦ୍ୟାଳୟ ଟପର ହୋଇଛନ୍ତି ବୌଦ୍ଧ ଜିଲ୍ଲାର ଛାତ୍ରୀ ଶାନ୍ତିଲତା ସାହୁ । କଣ୍ଟାମାଳ ବ୍ଲକ ବିଲାସପୁର ପଞ୍ଚାୟତ ପଦରପଡ଼ା ଗାଁର ଅବସରପ୍ରାପ୍ତ ଶିକ୍ଷକ ସରୋଜ କୁମାର ସାହୁ ଓ ଉମାକାନ୍ତି ସାହୁଙ୍କ ଝିଅ ହେଉଛନ୍ତି ଶାନ୍ତିଲତା । ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଶାନ୍ତିଲତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି