Masthead

ଗିରଫ ହେଲେ ବୌଦ୍ଧ କୋଟିପତି ଆରଟିଓ ବସନ୍ତ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ କୋଟିପତି ଆରଟିଓ । ବୌଦ୍ଧ କୋଟିପତି ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରାଯାଇଛି। ଚଢ଼ାଉ ବେଳେ ୧୯ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ଟିମ।

ଯେଉଁଥିରେ ୧୪ କୋଟି ୫୦ ଲକ୍ଷର ଫ୍ଲାଟ୍, ୪ କୋଟି ୫୦ ଲକ୍ଷର ସୁନାଗହଣା ଓ ଗାଡି ଆସବାବପତ୍ର ରହିଛି।ଗତକାଲି ଭିଜିଲାନ୍ସ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ ସମେତ ଭୁବନେଶ୍ୱର ଓ ବୌଦ୍ଧରେ ଚଢାଉ କରିଥିଲା। ରେଡ ବେଳେ ଭିଜିଲାନ୍ସ ଜାଣିବାକୁ ପାଇଥିଲା ଯେ ରାଜାଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ଆଇଟି ସିଟି ବେଙ୍ଗାଲୁରୁର ଦାମୀ ଆପାର୍ଟମେଣ୍ଟରେ ବସ୍ତନଙ୍କର ‍ଫ୍ଲାଟ ଓ ଘର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ