ଗିରଫ ହେଲେ ବୌଦ୍ଧ କୋଟିପତି ଆରଟିଓ ବସନ୍ତ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗିରଫ ହେଲେ କୋଟିପତି ଆରଟିଓ । ବୌଦ୍ଧ କୋଟିପତି ଆରଟିଓ ବସନ୍ତ ମହାପାତ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କୁ ଗିରଫ କରାଯାଇଛି। ଚଢ଼ାଉ ବେଳେ ୧୯ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ଟିମ।

ଯେଉଁଥିରେ ୧୪ କୋଟି ୫୦ ଲକ୍ଷର ଫ୍ଲାଟ୍, ୪ କୋଟି ୫୦ ଲକ୍ଷର ସୁନାଗହଣା ଓ ଗାଡି ଆସବାବପତ୍ର ରହିଛି।ଗତକାଲି ଭିଜିଲାନ୍ସ ବସନ୍ତଙ୍କ ପୈତୃକ ଘର ଗଞ୍ଜାମ ସମେତ ଭୁବନେଶ୍ୱର ଓ ବୌଦ୍ଧରେ ଚଢାଉ କରିଥିଲା। ରେଡ ବେଳେ ଭିଜିଲାନ୍ସ ଜାଣିବାକୁ ପାଇଥିଲା ଯେ ରାଜାଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ଆଇଟି ସିଟି ବେଙ୍ଗାଲୁରୁର ଦାମୀ ଆପାର୍ଟମେଣ୍ଟରେ ବସ୍ତନଙ୍କର ‍ଫ୍ଲାଟ ଓ ଘର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’