Masthead

୬ ଘଣ୍ଟିଆ ବୌଦ୍ଧ ବନ୍ଦ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ୧୦ ଦଫା ଦାବି ନେଇ ସକାଳ ୬ ଘଣ୍ଟାରୁ ୧୨ ଟା ପର୍ୟ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ୱରେ କଂଗ୍ରେସର ବରିଷ୍ଠ ନେତା ନାରାୟଣ ପରିଜା, ସୁଧୀର କୁମାର କର୍ଣ ଓ ମହିଳା କଂଗ୍ରେସ ସଭାନେତ୍ରୀ ସବିତା ମହାକୁଡ଼ ପ୍ରମୁଖ ସାମିଲ ଅଛନ୍ତି।

ବନ୍ଦ ପ୍ରଭାବରେ ବେସରକାରୀ ଓ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ବୌଦ୍ଧ ଜିଲ୍ଲା ୧୯୯୪ ମସିହାରୁ ନୂତନ ଜିଲ୍ଲା ଭାବେ ମାନ୍ୟତା ପାଇଥିଲେ ସୁଦ୍ଧା ଜିଲ୍ଲାବାସୀଙ୍କ ମୁଖ୍ୟ ଦାବି ଜିଲ୍ଲାକୁ ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଅପସାରଣ କରାଯାଇ ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଆୟୁକ୍ତରେ ସାମିଲ କରିବା ପାଇଁ କଂଗ୍ରେସ ଦାବି କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା