Masthead

ଭୁବନେଶ୍ୱର କଲ୍ୟାଣ ମଣ୍ଡପରୁ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):     ରାଜଧାନୀ ଭୁବନେଶ୍ୱର ପଟିଆ ଅଞ୍ଚଳରେ ଘଟିଛି ଏକ ଚାଞ୍ଚଲ୍ୟକର ଘଟଣା । ଏଠାକାର ଇନଫୋସିଟି ଥାନା ଅଞ୍ଚଳରେ ଥିବା ଏକ କଲ୍ୟାଣ ମଣ୍ଡପରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ତାଙ୍କୁ ଟଙ୍କା ପାଇଁ ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି ।

ଅଭିଯୋଗ ଆଧାରରେ ପୋଲିସ ଘଟଣାର ତଦନ୍ତ କରୁଛି । ଉଦ୍ଧାର ହୋଇଥିବା ମୃତ ଯୁବକଙ୍କ ନାଁ ପ୍ରକାଶ ବଳ । ତାଙ୍କ ଘର ଯାଜପୁର ଅଞ୍ଚଳରେ । ଭୁବନେଶ୍ୱରର ଏକ କଲ୍ୟାଣ ମଣ୍ଡପରେ ସେ ଇଭେଣ୍ଟ ମ୍ୟାନଜର ଭାବରେ କାର୍ଯ୍ୟ କରୁଥୁଲେ । ଶୁକ୍ରବାର ତାଙ୍କ ଝୁଲନ୍ତା ମୃତ ଦେହ କଲ୍ୟାଣ ମଣ୍ଡପରୁ ଉଦ୍ଧାର କରାଯାଇଥିଲା । ତେବେ ଘଟଣାରେ ତାଙ୍କ ପରିବାର ଲୋକେ କହିଛନ୍ତି, କିଛିଦିନ ତଳେ ସେ ୩୦ ହଜାର ଟଙ୍କା ମାଗିଥିଲେ । ପରିବାର ଲୋକେ ପଚାରିବାରୁ ପ୍ରକାଶ କହିଥିଲେ ଯେ ସେ ୩୦ ହଜାର ଟଙ୍କା ଧାର କରିଥିଲେ ଓ ସେମାନେ ତାଙ୍କୁ ମାରିଦେବାକୁ ଧମକ ଦେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ