Masthead

ପ୍ରଦୀପ ପାଣିଗ୍ରାହୀଙ୍କ ଗିରଫ ଦାବି କଲା ବିଜେପି

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ ହେବା ପରେ ତାଙ୍କ ଗିରଫ ଦାବି ଜୋର ଧରିଛି । ଗଞ୍ଜାମ ଜିଲ୍ଲା ବିଜେପି ପ୍ରଦୀପଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି । ଚିଟଫଣ୍ଡ, ଜମି ଦୁର୍ନୀତି, ଚାକିରି ଦେବା ନାରେ ଠକେଇ ଭଳି ଅଭିଯୋଗ ଆଣି ବିଜେପି ଆଜି ବ୍ରହ୍ମପୁର ଏସପି ଅଫିସ ଆଗରେ ଧାରଣା ଦେଇଥିଲା । ବିଧାୟକଙ୍କୁ ତୁରନ୍ତ ଗିରଫ କରିବାକୁ ବିଜେପି ନେତାମାନେ ଦାବି କରିଥିଲେ । ପରେ ଦଳ ପକ୍ଷରୁ ଏସପିଙ୍କୁ ଲିଖିତ ଦାବିପତ୍ର ପ୍ରଦାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ