Masthead

ଯୁଦ୍ଧ ଜାହାଜରୁ ବ୍ରହ୍ମୋସ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତ୍ମନିର୍ଭରଶୀଳ କ୍ଷେତ୍ରରେ ଭାରତକୁ ମିଳିଛି ଆଉ ଏକ ସଫଳତା । ନୌସେନାର ଫ୍ରଣ୍ଟଲାଇନ୍‌ ଗାଇଡେଡ୍‌ ମିଶାଇଲ ଡେଷ୍ଟ୍ରୋୟର ଆଇଏନଏସ୍‌ ମୋର୍ମୁଗାଓରୁ ବ୍ରହ୍ମୋସ୍‌ ସୁରପସୋନିକ ମିଶାଇଲର ସଫଳ ପରୀକ୍ଷଣ କରାଯାଇଛି। ଜାହାଜ ଏବଂ ଅସ୍ତ୍ର ଦୁଇଟିଯାକ ଭାରତରେ ନିର୍ମାଣ କରାଯାଇଥôଲା । ସମୁଦ୍ରରେ ଭାରତୀୟ ନୌସେନା ଶକ୍ତି ପ୍ରଦର୍ଶନ କରିବାକୁ ପ୍ରସ୍ତୁତ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରଥମ ପରୀକ୍ଷଣ ମିସାଇଲ ନିର୍ଦ୍ଧାରିତ ଲକ୍ଷ୍ୟ ଭେଦ କରିଛି । ଉଭୟଆଇଏନଏସ ମୋରାମୁଗାଓ ଓ ବ୍ରହ୍ମୋସ ସୁପରସୋନିମ ମିସାଇଲ ଭାରତର ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କରାଯାଇଛି । ସୂଚନା ଅନୁସାରେ ଆଇଏନଏସ୍‌ ମୋର୍ମୁଗାଓ ଏବଂ ବ୍ରହ୍ମୋସ୍‌ ସୁରପସୋନିକ କ୍ରୁଜ ମିଜାଇଲ ଭାରତର ସ୍ୱଦେଶୀ ଜ୍ଞନକୌଶଳରେ ନିର୍ମତ ହୋଇଛି ।

ସମୁଦ୍ରରେ ଭାରତୀୟ ନୌସେନାର ଆଗ୍ନେୟାସ୍ତ୍ର ଶକ୍ତିକୁ ବୃଦ୍ଧି କରିଛି । ୧୫ ଷ୍ଟିଲଥ ଗାଇଡେଡ ମିସାଇଲ ବିଧ୍ୱଂସକ ପ୍ରକଳ୍ପ ଅଧୀନରେ ଆଇଏନଏସ ମୋରମୁଗାଓ ଦ୍ୱିତୀୟ । ମାଜାଗାଓଁ ଡକ ସିପବିଲଡର୍ସ ଲିମିଟେଡରେ ଏହାର ନିର୍ମାଣ ହୋଇଛି । ଗୋଆର ପ୍ରମୁଖ ବନ୍ଦର ମୋରମୁଗାଓ ନାମରେ ଏହି ବିଧ୍ୱଂସକର ନାମକରଣ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ