Masthead

ଜଳିଗଲେ ଦମ୍ପତି

ବ୍ରଜରାଜନଗର (ବଡ଼ ଖବର ବ୍ୟୁରୋ): ବ୍ରଜରାଜନଗର ଥାନା ରାମପୁର କଲୋନୀ ଅଞ୍ଚଳରେ ଏକ ଅଭାବନୀ ଘଟଣା ଘଟିଛି । କୋଇଲା ଚୁଳି ଜଳାଉଥିବା ବେଳେ ଜଳି ଯାଇଛନ୍ତି ସ୍ୱାମ-ସ୍ତ୍ରୀ । ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ ସ୍ୱାମୀର ଜୀବନ ଚାଲିଯାଇଛି । ଘଟଣା ସ୍ଥଳରେ ବ୍ରଜରାଜନଗର ପୋଲିସ ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛି । ଅନ୍ୟପଟେ ଉକ୍ତ ଦମ୍ପତିଙ୍କ ୨ ଶିଶୁ ରହିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ