Masthead

ବ୍ରାଉନସୁଗାର ଜବତ, ୩ଗିରଫ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ପୋଲିସର ଚଢାଉ । ୨୬୪ଗ୍ରାମ ବ୍ରାଉନସୁଗାର ସମେତ ଗୋଟିଏ କେଟିଏମ ବାଇକ, ୪୧ହଜାର ଟଙ୍କା, ଦୁଇଟି ମୋବାଇଲ ଫୋନ,୯୦୯ଟି ପଲିଥିନ ପ୍ୟାକେଟ, ୨୦ଟି ରବର ବ୍ୟାଣ୍ଡ ଓ ଗୋଟିଏ ଓଜନ ମେସିନ ଜବତ କରି ତିନି ଜଣ ବ୍ରାଉନସୁଗାର ବେପାରୀ ଗିରଫ । ଗିରଫ ବ୍ରାଉନସୁଗାର ବେପାରୀମାନେ ହେଲେ ରାଜସୁନାଖଳା ହାଟବସ୍ତର ସୁଶାନ୍ତ ମାଝି, ରାଜସୁନାଖଳା ମାଥୁରପୁର ସାହିର ସାରଥି ନାୟକ, ଖୋର୍ଦ୍ଧା ସ୍ୱପ୍ନେଶ୍ୱର ସାହିର ଶ୍ରୀକାନ୍ତ ପରମଗୁରୁ। ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ଖୋର୍ଦ୍ଧା ପୋଲିସ । ସୁଶାନ୍ତ ମାଝି ଓ ଶ୍ରୀକାନ୍ତ ପରମଗୁରୁ ନାମରେ ଖୋର୍ଦ୍ଧାର ବିଭିନ୍ନ ଥାନାରେ ବ୍ରାଉନସୁଗାର କାରବାର ସଂପର୍କରେ ଏକାଧିକ ଲିଙ୍କ ଥିବା ମାମଲା ରୁଜୁ ହୋଇଥିବା ପୋଲିସ ରେକର୍ଡରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା