Masthead

୧୦.୫ଗ୍ରାମ ବ୍ରାଉନସୁଗାର ଜବତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କକଟପୁର ଥାନା ଓଲଙ୍ଗରା ଅଞ୍ଚଳରୁ ଆଜି ୧୦.୫ଗ୍ରାମ ବ୍ରାଉନସୁଗାର ଜବତ କରିଛି କାକଟପୁର ପୋଲିସ । ଓଲଙ୍ଗରାଠାରେ କାକଟପୁର ଥାନା ଏସଆଇ ସନାତନ ଖୁଣ୍ଟିଆ ସହକର୍ମୀଙ୍କ ସହ ପାଟ୍ରୋଲିଂ କରୁଥିବା ସମୟରେ ଏହି ସପଳତା ପାଇଛନ୍ତି । ଓଲଙ୍ଗରାର ପ୍ରଶାନ୍ତ ସ୍ୱାଇଁ (୪୬) ଓ ତାଙ୍କ ବନ୍ଧୁ ବୁଲୁ ଦାସ (୩୫) ଏକ ବାଇକ୍ରେ କାକଟପୁର ଆସୁଥିଲେ । ପୋଲିସ ସେମାନଙ୍କୁ ଅଟକାଇବାକୁ ଉଦ୍ୟମ କରିଥିଲା । ମାତ୍ର ସେମାନେ ପୋଲିସ କଥା ନମାରିବାରୁ ସନ୍ଦେହ ହୋଇଥିଲା । ପରେ ସେମାନଙ୍କ ବାଇକ୍ ଯାଞ୍ଚ ବେଳେ ମିଳିଥିଲା ବ୍ରାଉନ୍ ସୁଗାର । ପୋଲିସ ପ୍ରଶାନ୍ତ ଓ ବୁଲୁଙ୍କୁ ଗିରଫ କରିଛି । ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ପୋଲିସ କହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ