ସାଲିଆ ସାହିରେ ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ସାଲିଆ ସାହିରେ ବୁଲିଲା ବୁଲଡୋଜର। ଚୋରା ଦେଶୀ ମଦ ବ୍ୟବସାୟୀଙ୍କ ଘର ଭାଙ୍ଗୁଛି ପ୍ରଶାସନ। ଇଡକୋ ଓ ନୀଳଚକ୍ରନଗରରେ ଅବକାରୀ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଘଟଣାସ୍ଥଳରେ ଅବକାରୀ ବିଭାଗ ପହଞ୍ଚି ବିପୁଳ ପରିମାଣର ପୋଚ ଜବତ କରିବା ସହ ନଷ୍ଟ କରିଛି। ତେବେ ଗତ ୨୬ ତାରିଖରେ ମୁଣ୍ଡା ସାହିରେ ଅବକାରୀ ବିଭାଗ ଚୋରା ମଦ ଭାଟି ଠାବ କରିବା ସହ ବ୍ୟାପକ ପରିମାଣର ପୋଚ ଓ ମଦ ନଷ୍ଟ କରିଥିଲା ।

ଅବକାରୀ କମିସନର ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଚଢାଉକୁ ବ୍ୟାପକ କରାଯାଇଥିଲା। ଘର ଭିତରେ ସୁଡଙ୍ଗ କରି ତିଆରି ହେଉଥିଲା ମଦ। ଏହାପୂର୍ବରୁ ମଧ୍ୟ ସାଲିଆ ସାହିରେ ଚଢାଉ କରି ତିନୋଟି ବେଆଇନ ମଦ ଭାଟିକୁ ନଷ୍ଟ କରିଥିଲା ପୁଲିସ। ଚଢାଉ ବେଳେ ମଧ୍ୟ ହଜାର ହଜାର ଲିଟର ଦେଶୀ ମଦ ଜବତ କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’