Masthead

ତେଲ ଦରରେ ଲାଗୁନି ବ୍ରେକ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତେଲ ଦରରେ ଲାଗୁନି ବ୍ରେକ୍ । ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ଲଗାତର ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ପୁଣି ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି

। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧୦ ଟଙ୍କା ୬୯ ପଇସା ଓ ଡିଜେଲ ଲିଟର ୧୦୭ ଟଙ୍କା ୩୯ ପଇସା ହୋଇଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲଦର ବଢିବା ଦ୍ୱାରା ସରକାରୀ କମ୍ପାନି ଗୁଡିକ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢାଇ ଚାଲିଛନ୍ତି । ହେଲେ ତେଲରୁ ସରକାର ଆଦାୟ କରୁଥିବା ଚଢା ଟିକସ ସାଧାରଣ ଲୋକଙ୍କୁ ଅଣନିଶ୍ୱାସି କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ