ତେଲ ଦରରେ ଲାଗୁନି ବ୍ରେକ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତେଲ ଦରରେ ଲାଗୁନି ବ୍ରେକ୍ । ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ଲଗାତର ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ପୁଣି ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି

। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧୦ ଟଙ୍କା ୬୯ ପଇସା ଓ ଡିଜେଲ ଲିଟର ୧୦୭ ଟଙ୍କା ୩୯ ପଇସା ହୋଇଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲଦର ବଢିବା ଦ୍ୱାରା ସରକାରୀ କମ୍ପାନି ଗୁଡିକ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢାଇ ଚାଲିଛନ୍ତି । ହେଲେ ତେଲରୁ ସରକାର ଆଦାୟ କରୁଥିବା ଚଢା ଟିକସ ସାଧାରଣ ଲୋକଙ୍କୁ ଅଣନିଶ୍ୱାସି କରିଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’