Masthead

ଭୁଶୁଡ଼ିଲା ୧୯୨୬ ମସିହା ପୋଲ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ବ୍ରିଟିଶ ଅମଳର ପୋଲ । ଆନ୍ଧ୍ରପ୍ରଦେଶ ଇଚ୍ଛାପୁରରେ ବାହୁଦା ନଦୀ ଉପରେ ଥିବା ପୋଲ ଭୁଶୁଡ଼ିପଡିଛି । ଗ୍ରାନାଇଟ ବୋଝେଇ ଟ୍ରକ ଯିବା ବେଳେ ଭୁଶୁଡ଼ି ପଡିଛି । ଓଭଲ ଲୋଡିଂରୁ ଭୁଶୁଡି ପଡିଥିବା ସୂଚନା ମିଳିଛି । ଡ୍ରାଇଭର ଆହତ ହୋଇଥିବା ବେଳେ ଇଚ୍ଛାପୁର ଓ ପାତ୍ରପୁରକୁ ଯାତାୟାତ ଠପ୍ ହୋଇଛି । ୧୯୨୬ ମସିହାରେ ନିର୍ମାଣ ହୋଇଥିଲା ଏହି ବ୍ରିଜ । ଏହି ବ୍ରିଜ୍ ଦ୍ୱାରା ଗଞ୍ଜାମ ଜିଲ୍ଲାର ପାତ୍ରପୁର ଓ ଆନ୍ଧ୍ରପ୍ରଦେଶକୁ ଯୋଗାଯୋଗ ହେଉଥିଲା । ଆନ୍ଧ୍ର ଜିଲ୍ଲା ପ୍ରଶାସନ ଏହି ବ୍ରିଜରେ ଭାରିଯାନ ଚଳାଚଳକୁ ବାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ