Masthead

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍

ବିହାର (ବଡ଼ ଖବର ବ୍ୟୁରୋ):  ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍ । ବିହାରରେ ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଇଥିବା ୪ ଲେନ ବିଶିଷ୍ଟ ନିର୍ମାଣଧୀନ ବ୍ରିଜ ଭୁଶୁଡ଼ି ପଡିଛି । ଗଙ୍ଗା ନଦୀ ଉପରେ ହେଉଥିବା ବ୍ରିଜ ପାଇଁ ୧୭ ଶହ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା । ବ୍ରିଜର ୩ଫୁଟ ଅଞ୍ଚଳ ଭୁଶୁଡ଼ିବା ସହ ଗଙ୍ଗା ନଦୀରେ ଲୀନ ହୋଇଯାଇଛି । ବ୍ରିଜର ୪ରୁ ୫ ଟି ଖୁଣ୍ଟ ଭୁଷୁଡି ପଡିଛି । ଏହି ବ୍ରିଜ୍ ଖୁବ୍ ଶୀଘ୍ର ଉଦଘାଟନ ହେବାର ଥିଲା । ଏହା ପୂର୍ବରୁ ବ୍ରିଜ୍ ଭୁଷୁଡି ପଡିଥିବାରୁ ବହୁ ଜୀବନ ବଞ୍ଚିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ