Masthead

ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍

ବିହାର (ବଡ଼ ଖବର ବ୍ୟୁରୋ):  ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍ । ବିହାରରେ ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଇଥିବା ୪ ଲେନ ବିଶିଷ୍ଟ ନିର୍ମାଣଧୀନ ବ୍ରିଜ ଭୁଶୁଡ଼ି ପଡିଛି । ଗଙ୍ଗା ନଦୀ ଉପରେ ହେଉଥିବା ବ୍ରିଜ ପାଇଁ ୧୭ ଶହ କୋଟି ଟଙ୍କାର ବ୍ୟୟବରାଦ ହୋଇଥିଲା । ବ୍ରିଜର ୩ଫୁଟ ଅଞ୍ଚଳ ଭୁଶୁଡ଼ିବା ସହ ଗଙ୍ଗା ନଦୀରେ ଲୀନ ହୋଇଯାଇଛି । ବ୍ରିଜର ୪ରୁ ୫ ଟି ଖୁଣ୍ଟ ଭୁଷୁଡି ପଡିଛି । ଏହି ବ୍ରିଜ୍ ଖୁବ୍ ଶୀଘ୍ର ଉଦଘାଟନ ହେବାର ଥିଲା । ଏହା ପୂର୍ବରୁ ବ୍ରିଜ୍ ଭୁଷୁଡି ପଡିଥିବାରୁ ବହୁ ଜୀବନ ବଞ୍ଚିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ