Masthead

କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ । ଭାରତୀୟ କୁସ୍ତି ମହାସଂଘର ନିର୍ବାଚନର ଶେଷ ହେବାର ମାତ୍ର ୩ ଦିନ ମଧ୍ୟରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ । ସଂଜୟ ସିଂଙ୍କ ନିଲମ୍ବନ ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍‌ ଏହି ଘୋଷଣା କରିଛନ୍ତି। ବିଜେପି ସାଂସଦ ବ୍ରିଜଭୂଷଣ ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ପ୍ରତିକ୍ରିୟା ଦେଇଛନ୍ତି।

ସେ କହିଛନ୍ତି, ‘କୁସ୍ତି ସଙ୍ଗଠନ ସହିତ ମୋର ଆଉ କିଛି ସମ୍ପର୍କ ନାହିଁ। ସଞ୍ଜୟ ସିଂହ ମୋର ସମ୍ପର୍କୀୟ ନୁହଁନ୍ତି। କୁସ୍ତି ସଙ୍ଗଠନରୁ ମୋର ଭୂମିକା ଶେଷ ହୋଇଛି। ମୁଁ କୁସ୍ତି ସଙ୍ଗଠନ ପାଇଁ ୧୨ ବର୍ଷ ଧରି କାମ କରିଛି। ସମୟ କହିବ ମୁଁ କ’ଣ କରିଛି ନ କରିଛି। ଏବେ ରେସଲିଂ ଆସୋସିଏସନରୁ ମୁଁ ଅବସର ନେଇଛି ଏବଂ ବର୍ତ୍ତମାନ ରେସଲିଂ ଆସୋସିଏସନ୍ ସହିତ ମୋର କୌଣସି ସମ୍ପର୍କ ନାହିଁ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ