Masthead

କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ । ଭାରତୀୟ କୁସ୍ତି ମହାସଂଘର ନିର୍ବାଚନର ଶେଷ ହେବାର ମାତ୍ର ୩ ଦିନ ମଧ୍ୟରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ । ସଂଜୟ ସିଂଙ୍କ ନିଲମ୍ବନ ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍‌ ଏହି ଘୋଷଣା କରିଛନ୍ତି। ବିଜେପି ସାଂସଦ ବ୍ରିଜଭୂଷଣ ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ପ୍ରତିକ୍ରିୟା ଦେଇଛନ୍ତି।

ସେ କହିଛନ୍ତି, ‘କୁସ୍ତି ସଙ୍ଗଠନ ସହିତ ମୋର ଆଉ କିଛି ସମ୍ପର୍କ ନାହିଁ। ସଞ୍ଜୟ ସିଂହ ମୋର ସମ୍ପର୍କୀୟ ନୁହଁନ୍ତି। କୁସ୍ତି ସଙ୍ଗଠନରୁ ମୋର ଭୂମିକା ଶେଷ ହୋଇଛି। ମୁଁ କୁସ୍ତି ସଙ୍ଗଠନ ପାଇଁ ୧୨ ବର୍ଷ ଧରି କାମ କରିଛି। ସମୟ କହିବ ମୁଁ କ’ଣ କରିଛି ନ କରିଛି। ଏବେ ରେସଲିଂ ଆସୋସିଏସନରୁ ମୁଁ ଅବସର ନେଇଛି ଏବଂ ବର୍ତ୍ତମାନ ରେସଲିଂ ଆସୋସିଏସନ୍ ସହିତ ମୋର କୌଣସି ସମ୍ପର୍କ ନାହିଁ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ