Masthead

ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନର ୩ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଏନସିଡିସି ନିର୍ଦ୍ଦେଶକ ଡକ୍ଟର ଏସକେ ସିଂ । ମହାରାଷ୍ଟ୍ର,ଗୁଜୁରାଟ,ମଧ୍ୟପ୍ରଦେଶ,ପଞ୍ଜାବ ପରେ ଓଡ଼ିଶାରେ ଧିରେ ଧିରେ କରୋନା ତାର କାୟା ବିସ୍ତାର କଲାଣି । କଟକର ଘରୋଇ ସ୍କୁଲ,ଭୁବନେଶ୍ୱରର ଜାଭିୟର ଇନଷ୍ଟିଚ୍ୟୁଟ ଓ ରାଉରକେଲା ଏନଆଇଟିର ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଆଜି ରାଜ୍ୟରୁ ୧୭୦ଜଣ କୋଭିଡ ସଂକ୍ରମିତ ଚିହ୍ନଟହେବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା