Masthead

ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବ୍ରିଟେନ ଷ୍ଟ୍ରେନର ୩ଜଣ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଏନସିଡିସି ନିର୍ଦ୍ଦେଶକ ଡକ୍ଟର ଏସକେ ସିଂ । ମହାରାଷ୍ଟ୍ର,ଗୁଜୁରାଟ,ମଧ୍ୟପ୍ରଦେଶ,ପଞ୍ଜାବ ପରେ ଓଡ଼ିଶାରେ ଧିରେ ଧିରେ କରୋନା ତାର କାୟା ବିସ୍ତାର କଲାଣି । କଟକର ଘରୋଇ ସ୍କୁଲ,ଭୁବନେଶ୍ୱରର ଜାଭିୟର ଇନଷ୍ଟିଚ୍ୟୁଟ ଓ ରାଉରକେଲା ଏନଆଇଟିର ଛାତ୍ରଛାତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଆଜି ରାଜ୍ୟରୁ ୧୭୦ଜଣ କୋଭିଡ ସଂକ୍ରମିତ ଚିହ୍ନଟହେବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ଆହୁରି ବଢ଼ିବ ଥଣ୍ଡା 🔴 ନୂଆପଡ଼ା ଉପନିର୍ବାଚନ ପ୍ରଚାରର ଆଜି ଶେଷଦିନ 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ