Masthead

ବ୍ରିଟେନରେ ଆରମ୍ଭ ହେଲା ସମୂହ ଟିକାକରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବ୍ରିଟେନରେ ଟୀକ କରଣ ଆରମ୍ଭ । ଲୋକମାନଙ୍କୁ ଦିଆଯାଉଛି ଫାଇଜର ପ୍ରସ୍ତୁତ ଟିକା । ପ୍ରଥମେ ଟିକା ନେଲେ ଜଣେ ୯୦ ବର୍ଷର ବୃଦ୍ଧା । ବ୍ରିଟେନ ସ୍ୱାସ୍ଥ୍ୟ ମନ୍ତ୍ରୀ ମ୍ୟାଟ୍ ହ୍ୟାନକାକ ଏହି ଦିନକୁ ଐତିହାସିକ କହିଛନ୍ତି । ବ୍ରିଟେନର ଜାତୀୟ ସ୍ୱାସ୍ଥ୍ୟ ସେବାର ଟପ୍ ୫୦ ହସ୍ପିଟାଲରେ ଟୀକାକରଣ କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି । ବ୍ରିଟେନ ସ୍ୱାସ୍ଥ୍ୟ ମନ୍ତ୍ରୀ ମ୍ୟାଟ୍ ହାନକକ୍ ଲୋକଙ୍କୁ ଟୀକାକରଣ ଅଭିଯାନରେ ସାହାର୍ଯ୍ୟର ଅପିଲ କରିବାକୁ କହଛନ୍ତି ଯେ ଏହି ସପ୍ତାହ ଐତିହାସିକ ହେବ କାରଣ ଆମେ ଦେଶରେ କରୋନା ଭାଇରସ ବିରୁଦ୍ଧରେ ଟୀକାକରଣ କାର୍ୟ୍ୟକ୍ରମ ଆରମ୍ଭ କରିବାକୁ ଯାଉଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ