Masthead

ଭାଙ୍ଗିଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ୍

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ଇନ୍ଦ୍ରାବତୀ ଦକ୍ଷିଣ କେନାଲ କଳମପୁର ବ୍ଲକ ଦେପୁର ଗାଁ ନିକଟରେ ଭୁଶୁଡିଲା ମୁଖ୍ୟ କେନାଲ । ୨୦ ଫୁଟର ଘାଇ ହେବା ଫଳରେ ଜଳମଗ୍ନ ହୋଇଛି ଦେପୁର ଗାଁ । ଘରେ ଘରେ ପାଣି ପସି ଘର ସାମଗ୍ରୀ, ଆସବାବପତ୍ର ନଷ୍ଟ ସହ ରାସ୍ତା ଉପରେ ଚାଲିଛି ୫ ଫୁଟ ପାଣି । ରାତିରେ ସମସ୍ତେ ଘରେ ସୋଇଥିବା ବେଳେ ଭାଙ୍ଗିଲା କେନାଲ । ଗାଁ ରେ ପାଣି ପଶିବା ପରେ ଲୋକେ ଘରୁ ବାହାରିଥିଲେ । ଅନେକ ଲୋକଙ୍କ ଘରେ ପାଣି ପସିଯିବା ଫଳରେ ଘରୁ ବାହାରକୁ ବାହାରିଥିବା କହିଛନ୍ତି ଲୋକେ । ପ୍ରଶାସନ ବର୍ତମାନ ପର୍ଯ୍ୟନ୍ତ ପହଞ୍ଚି ନ ଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା