Masthead

ପୁରୁଷ ଓ ମହିଳା ସ୍ପିଡ ସ୍କେଟିଂ ରିଲେରେ ଭାରତକୁ ବ୍ରୋଞ୍ଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚିନରେ ଚାଲିଥିବା ଏସିଆନ ଗେମ୍ସରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି ।ଭାରତ ଜିତୁଛି ଗୋଟିଏ ପରେ ଗୋଟିଏ ପଦକ । ଗୋଟିଏ ପରେ ଗୋଟିଏ ଇଭେଣ୍ଟରେ ପଦକ ଭେଟି ଦେଇଛନ୍ତି କ୍ରୀଡାବିତ ।ଆଜି ନବମ ଦିନରେ ଭରତର ପଦକ ଅଭିଯାନ ଆରମ୍ଭ ହୋଇଛି । ଏସିଆନ୍ ଗେମ୍ସ ୨୦୨୩ରେ ଉଭୟ ପୁରୁଷ ଓ ମହିଳା ସ୍ପିଡ୍ ସ୍କେଟିଂ ରିଲେ ଦଳ ବ୍ରୋଞ୍ଜ ପଦକ ଜିତିଛନ୍ତି । ସ୍ପିଡ଼୍ ସ୍କେଟିଂ ୩୦୦୦ ମିଟରରେ ରିଲେରେ ଉଭୟ ପୁରୁଷ ଓ ମହିଳା ଦଳ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ଏହା ସହିତ ଭାରତର ପଦକ ସଂଖ୍ୟା ୫୫ ଛୁଇଁଛି । ଯେଉଁଥିରେ ୧୩ଟି ସ୍ୱର୍ଣ୍ଣ ପଦକ ରହିଥିବା ବେଳେ ୧୯ଟି ରୌପ୍ୟ ପଦକ ଓ ୨୩ଟି ବ୍ରୋଞ୍ଜ୍ ପଦକ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ