Masthead

ଜମି ପାଇଁ ଭାଇକୁ ହାଣିଲା ଭାଇ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଜମିବାଡ଼ିକୁ କେନ୍ଦ୍ର କରି ଆକ୍ରମଣ । ଭାଇକୁ ହାଣିଲା ଭାଇ । ଏଭଳି ଲୋମହର୍ଷଣକାରୀ ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ସଦର ଥାନା କାଲସାଏପାଲିରେ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଶତ୍ରୁଘ୍ନ କାଳସାଏ ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସଂପର୍କୀୟମାନେ ଲୁହାରଡରେ ଆକ୍ରମଣ କରିଥିଲେ ।

ଫଳରେ ଶତ୍ରୁଘ୍ନଙ୍କ ମୁଣ୍ଡ ଫାଟିବା ସହ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି । ତାଙ୍କୁ ପ୍ରଥମେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ତାଙ୍କର ସ୍ୱାସ୍ଥ୍ୟଅବସ୍ଥା ଗୁରୁତର ହେବାରୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ଏନେଇ ସଦର ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ