Masthead

ଭାଇକୁ ଭୁଜାଲି ଭୁଷିଲା ଭାଇ

ଘରୋଇ କଳହର ଉଗ୍ରରୂପ

ଜଳେଶ୍ଵର(ବଡ଼ ଖବର ବ୍ୟୁରୋ); ଘରୋଇ କଳହରୁ ସାନ ଭାଇକୁ ଭୁଜାଲି ଭୂଷିଲା ବଡ଼ ଭାଇ ।ମିଳିଥିବା  ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ତାଳସାରି ଥାନା ଅନ୍ତର୍ଗତ ସାନଡଭା ଗ୍ରାମର ଦୁଇଭାଇ ସନ୍ତୋଷ ସାହୁ ଏବଂ ସଞ୍ଜୟ ସାହୁ  ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଉପୁଜି ଥିଲା ।

ଯାହା ଫଳରେ ଆଜି ବଡ଼ ଭାଇ ସନ୍ତୋଷ ଉତ୍‌କ୍ଷିପ୍ତ ହୋଇ ସାନ ଭାଇ ସଞ୍ଜୟଙ୍କ ଛାତିରେ,ଜଙ୍ଘର,ପେଟରେ ପ୍ରାୟ ୧୦ରୁ ଉର୍ଦ୍ଧ୍ୱ ଥର ଛୁରା ମାଡ଼ କରିଥିଲେ । ଘଟଣା ସ୍ଥଳରେ ସଞ୍ଜୟ ଟଳି ପଡିଥିବା ବେଳେ ସ୍ଥାନୀୟ ଲୋକ ମାନେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ ହେବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତରିତ କରାଯାଇଛି । ଘଟଣାର ଅଧିକ ତଦନ୍ତ କରୁଛି ତାଳସାରି ମେରାଇନ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା