Masthead

ଜମି ବିବାଦ ପାଇଁ ଭାଇକୁ ହତ୍ୟା କଲା ଭାଇ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ):  ପାରିବାରିକ କଳହର କରୁଣ ପରିଣତି ଭାଇର ଶାବଳ ମାଡ଼ ରେ ଭାଇର ମୃତ୍ୟୁ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଂଚାୟତ ବାସୁଦେବପୁର ଗାଁରେ ଅଭାବନିୟ ଘଟଣା ଭାଇର ଶାବଳ ମାଡ଼ରେ ଭାଇର ମୃତ୍ୟୁ । ମୃତ ଯୁବକ ଜଣକ କଂସ ପ୍ରଧାନଙ୍କ ୨୫ବର୍ଷୀୟ ପୁଅ କୁଲୁ ପ୍ରଧାନ । ଜମିଜମା ବିବାଦକୁ ନେଇ ଉଭୟ ଭାଇଙ୍କ ମଧ୍ୟରେ ବିବାଦ ହୋଇଥିଲା ।

ତେବେ ବଡ଼ ବାପା ପୁଅର ଶାବଳ  ଆକ୍ରମଣ ପରେ କୁଲୁ ପ୍ରଧାନଙ୍କ ମୁଣ୍ଡ ପଛପଟେ ଆଘାତ ଲାଗିଥିଲା । ତାଙ୍କୁ ସଂଗେ ସଂଗେ ନିକଟସ୍ତ ଆଡ଼ପଡା ମେଡିକାଲକୁ ସ୍ଥାନାନ୍ତର କରିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା