Masthead

ଭାଇ, ମତେ ଉଦ୍ଧାର କର

ବାଣପୁର (ବଡ଼ ଖବର ବ୍ୟୁରୋ): ଭାଇ, ବହୁତ ଅସୁବିଧାରେ ଅଛି । ମତେ ଉଦ୍ଧାର କର । +୩ ଦ୍ୱିତୀୟ ବର୍ଷର ଛାତ୍ରୀଙ୍କର ଏହେଉଛି ଭାଇକୁ ଆକୁଳ ନିବେଦନ । ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା କେଶପୁର ଗାଁର ଜଣେ କଲେଜପଢୁଆ ଛାତ୍ରୀ ଅନଲାଇନ ଚାକିରି ଆବେଦନ କରିଥିଲେ । ପରେ ସେ ଜାନୁଆରୀ ୨୯ରେ ଉତ୍ତରପ୍ରଦେଶ ଆହ୍ଲାବାଦର ଯଶରାକୁ ଯାଇଥିଲେ ।

ସେଠାରେ ଛାତ୍ରୀଙ୍କୁ ଅଟକ ରଖାଯାଇଥିଲା । ଛାତ୍ରୀଜଣକ ଘରେ ନକହି ଚାଲିଯାଇଥିବାରୁ ପରିବାର ଲୋକେ ଫେବୃୟାରୀ ୪ ତାରିଖରେ ବାଣପୁର ଥାନାରେ ଏତଲା ଦେଇଥିଲେ । ପୋଲିସ ଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ୟମ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା