Masthead

୪୭ ଗ୍ରାମ ବ୍ରାଉନ ସୁଗାର ଜବତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଆଳିପିଙ୍ଗଳ ଛକ ଓ କୋଶିଦା ଛକ ଠାରୁ ଆଜି ଭୋର ସମୟରେ ୪୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯିବା ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଜଗତସିଂହପୁର ଜିଳ୍ଲା ଅବକାରୀ ବିଭାଗ, କଟକ ଫ୍ଲାଇଙ୍ଗ ସ୍କ୍ୱାର୍ଡ ଏବଂ ପୁଲିସର ମିଳିତ ସହଯୋଗରେ ଆଳିପିଙ୍ଗଳ ଛକରୁ ଦିବ୍ୟରଞ୍ଜନ ସେଠୀ ଓରଫ ରାଜାକୁ ଗିରଫ କରାଯାଇଥିଲା । ତା ନିକଟରୁ ୨୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିଲା । ସେହିଭଳି କୋଶିଦା ଛକରୁ ଦୀପକ କୁମାର ରାଉତ ଓରଫ କାଳିଆକୁ ଗିରଫ କରାଯାଇଥିଲା । ୨୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର