Masthead

ବ୍ରାଉନସୁଗାର ଜବତ

ବାଲିଅନ୍ତା (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ଛକ ନିକଟରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । ଜଣେ ଯୁବକ କୁ ଗିରଫ କରିଛି ବାଲିଅନ୍ତା ପୋଲିସ । କୌଣସି ସୂତ୍ରରୁ ଖବର ପାଇ କ୍ୟୁଏଟି ଟିମ, ଏବଂ ବାଲିଅନ୍ତା ଥାନା ପୋଲିସ ସକାଳେ ରାମଚନ୍ଦ୍ରପୁର କାଜ ଛକ ନିକଟରେ ଚଢ଼ାଉ କରିଥିଲେ ।

ଏହି ଚଢ଼ାଉରେ ସହିଦ ନଗର ଥାନା କେଶୁରା ଗ୍ରାମର ମୁରନାଲ ସାମଲ ଙ୍କ ଠାରୁ ୨୬୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୧୦ ହଜାର ଟଙ୍କା ସମେତ ଏକ ମୋବାଇଲ ଫୋନ ଜବତ କରିଛି । ଅଭିଯୁକ୍ତ କୁ କେଶ ନମ୍ବର ୩୩୦ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଜାରିରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା