Masthead

୨୫ ଲକ୍ଷ ଟଙ୍କାର ଧଳାଜହର ଜବତ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ବାଲେଶ୍ବରରୁ ଧଳାଜହର ଜବତ । ବସ୍ତା ମାଛିଆ ଅଞ୍ଚଳରୁ ୨୬୫ ଗ୍ରାମ ଧଳାଜହର ଜବତ ହେବା ସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ବାଲେଶ୍ବର ଅବକାରୀ ବିଭାଗ । ଜବତ ଧଳାଜହରର ମୂଲ୍ୟ ପାଖାପାଖି ୨୫ ଲକ୍ଷ ଟଙ୍କା ହୋଇଥିବା ସୂଚନା । ସେପଟେ ଯେତେ ଧରପକଡ କଲେମଧ୍ୟ ବାଲେଶ୍ବରରୁ କମୁନି ଧଳା ଜହର ବେପାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା