Masthead

ଜବତ ହେଲା ଧଳା ଜହର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳେଶ୍ଵରରୁ ୨ କୋଟି ୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ । ଝାଡ଼େଶ୍ୱରପୁର ବସ୍ତିରେ ଅବକାରୀ ବିଭାଗ ଏବଂ ଜଳେଶ୍ଵର ପୋଲିସର ମିଳିତ ଚଢାଉ ହୋଇଛି । ଜବତ ଧଳାଜହରର ଆନୁମାନିକ ମୂଲ୍ୟ ୨ କେଜି ୪୦୦ ଗ୍ରାମ ହେବ । ବ୍ରାଉନସୁଗାର କାରବାରରେ ସମ୍ପୃକ୍ତି ଅଭିଯୋଗରେ ୪ ଜଣ ମହିଳା ଓ ଜଣେ ଯୁବକଙ୍କୁ ଗିରଫ କରାଯାଇଛି ।

ଜଳେଶ୍ୱର ପୋଲିସ ଓ ଅବକାରୀ ବିଭାଗ ଦ୍ଵାରା ଜଳେଶ୍ୱର ଜଳେଶ୍ୱର ଷ୍ଟେସନ ବଜାର ସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢ଼ାଉ କରି ଜବତ କରାଯାଇଛି ଧଳା ଜହର । ତେବେ ଜଳେଶ୍ୱର ପୋଲିସ ଓ ଅବକାରୀ ବିଭାଗ ୩୫ ଜଣିଆ ଏକ ଟିମ ଚଢାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ