Masthead

ଜବତ ହେଲା ଧଳା ଜହର

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳେଶ୍ଵରରୁ ୨ କୋଟି ୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ । ଝାଡ଼େଶ୍ୱରପୁର ବସ୍ତିରେ ଅବକାରୀ ବିଭାଗ ଏବଂ ଜଳେଶ୍ଵର ପୋଲିସର ମିଳିତ ଚଢାଉ ହୋଇଛି । ଜବତ ଧଳାଜହରର ଆନୁମାନିକ ମୂଲ୍ୟ ୨ କେଜି ୪୦୦ ଗ୍ରାମ ହେବ । ବ୍ରାଉନସୁଗାର କାରବାରରେ ସମ୍ପୃକ୍ତି ଅଭିଯୋଗରେ ୪ ଜଣ ମହିଳା ଓ ଜଣେ ଯୁବକଙ୍କୁ ଗିରଫ କରାଯାଇଛି ।

ଜଳେଶ୍ୱର ପୋଲିସ ଓ ଅବକାରୀ ବିଭାଗ ଦ୍ଵାରା ଜଳେଶ୍ୱର ଜଳେଶ୍ୱର ଷ୍ଟେସନ ବଜାର ସ୍ଥିତ ଡାଇମଣ୍ଡ ହୋଟେଲ ଉପରେ ଚଢ଼ାଉ କରି ଜବତ କରାଯାଇଛି ଧଳା ଜହର । ତେବେ ଜଳେଶ୍ୱର ପୋଲିସ ଓ ଅବକାରୀ ବିଭାଗ ୩୫ ଜଣିଆ ଏକ ଟିମ ଚଢାଉ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା