Masthead

ଦୁର୍ଘଟଣାରେ ଆଖି ବୁଜିଲେ ବିଧାୟିକା ଜି ଲସ୍ୟା ନନ୍ଦିତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦୁର୍ଘଟଣାରେ ବିଧାୟିକାଙ୍କ ମୃତ୍ୟୁ । ସଡ଼କ ଦୁର୍ଘଟଣାରେ ବିଆରଏସର ବିଧାୟିକା ଜି ଲସ୍ୟା ନନ୍ଦିତାଙ୍କ ମୃତ୍ୟୁ ହୋଇଛି । ହାଇଦ୍ରାବାଦ ପାଟନଚେରୁଭ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲା ବିଧାୟିକାଙ୍କ ଗାଡ଼ି । ଘଟଣାସ୍ଥଳରେ ବିଧାୟିକାଙ୍କ ମୃତ୍ୟୁ, ଡ୍ରାଇଭର ଗୁରୁତର ।

ସିକନ୍ଦରାବାଦରୁ ପ୍ରତିନିଧିତ୍ୱ କରୁଥିଲେ ଜି ଲସ୍ୟା ନନ୍ଦିତା । ତାଙ୍କୁ ମାତ୍ର ୩୮ ବୟସ ହୋଇଥିଲା । ବିଧାୟିକାଙ୍କ କାର ଭାରସାମ୍ୟ ହରାବାରୁ ସଡ଼କ ସାଇଡରେ ରହିଥିବା ଡିଭାଇଡରେ ଜୋରରେ ପିଟି ହୋଇଯାଇଥିଲା । ଦୁର୍ଘଟଣାରେ ନନ୍ଦିତାଙ୍କର ମୃତ୍ୟୁ ଘଟିବା ସହିତ ତାଙ୍କ କାର ସମ୍ପୂର୍ଣ୍ଣ ରୂପେ ଭାଙ୍ଗିରୁଜି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି