Masthead

ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ଛତିଶଗଡ଼ ବିଜାପୁରରେ ମାଓବାଦୀଙ୍କ ବର୍ବରକାଣ୍ଡ । ଧାରୁଆ ଅସ୍ତ୍ରରେ ହାଣି ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା । ଯୋଗା କୱାସୀ ଓ ମଙ୍ଗଲୁ କୁରସମଙ୍କୁ ହତ୍ୟା । ତର୍ରେମ ଥାନା ଛଟୁବାଇ ଓ ବଡ଼େ ତର୍ରେମ ଗାଁରେ ହତ୍ୟାକାଣ୍ଡ ।

ପୋଲିସ ଇନଫର୍ମର ସନ୍ଦହେ କରି ଏଭଳି ହତ୍ୟାକାଣ୍ଡ ଘଟାଇ ଥିବା ଜଣାପଡିଛି। ଘଟଣାସ୍ଥଳରେ ୧୦ ରୁ୧୫ ସଶସ୍ତ୍ର ମାଓବାଦୀ ଆସି ଏଭଳି ବର୍ବର କାଣ୍ଡ ଘଟାଇ ଥିବା ଜଣା ପଡ଼ିଛି। ଏହି ଘଟଣା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ