Masthead

ଅପରାଧ

ବଡ଼ ଖବର

News

ଆଜି ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ +୨ ରେଜଲ୍ଟ । ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଫଳ।ସିଏଚ୍ଏସ୍ଇ ୱେବ୍ସାଇଟରେ ରେଜଲ୍ଟ ଉପଲବ୍ଧ ହେବ । ଏକା ସାଙ୍ଗରେ…

ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଭୟଭୀତ କରିଛି କରୋନା । କିଛି ବର୍ଷର ବିରତି ପରେ ପୁଣି କଡ ଲେଉଟାଇଛି ଭୁତାଣୁ । ସେପଟେ ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି…

‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚିଟ ଫଣ୍ଡକୁ ମନମୋହନ ସାମଲଙ୍କ ବିସ୍ପୋରକ ବୟାନ । ମନମୋହନ କହିଛନ୍ତି ଚିଟ ଫଣ୍ଡ କାଗଜ ପତ୍ର ମିଳୁନାହିଁ । ଆମ ସଂକଳ୍ପ ପତ୍ର ଅନୁଯାଇ ଚିଟ ଫଣ୍ଡ…

ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ

ମାଥିଲି (ବଡ଼ ଖବର ବ୍ୟଚରୋ): ପାଣି ପାଇଁ ଘାଣ୍ଟି ହେଉଛନ୍ତି ଆଦିବାସୀ ଗ୍ରାମବାସୀ । ଶୋଷ ମେଣ୍ଟାଉଛି ଏକମାତ୍ର ନଳକୂପ । ବର୍ଷ ବର୍ଷ ଧରି ଗୋଟିଏ ନଳକୂପ ଉପରେ ନିର୍ଭର କରୁଛନ୍ତି…

ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ବାଇକ୍‌ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ । ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁ ନିକଟରୁ ହୋଇଛି ଲୁଟ । ବ୍ଲେଡ୍‌ରେ ଆକ୍ରମଣ କରି ଟଙ୍କା…

ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷ-ୟୁକ୍ରେନ ଯୁଦ୍ଧବିରତି ନେଇ ଟ୍ରମ୍ପ୍-ପୁଟିନ୍‌ଙ୍କ ଆଲୋଚନା । ରୁଷ ରାଷ୍ଟ୍ରପତିଙ୍କ ସହ ଫୋନ୍‌ରେ କଥାହେଲେ ଡୋନାଲ୍ଡ ଟ୍ରମ୍ପ୍ । ପୁଟିନ୍‌ଙ୍କ ସହ…

୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହା ପ୍ରଭାବରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ସହିତ…

ନିଲର୍ଜର ସୀମା ଟପିଲେ ଆଫ୍ରିଦ

ବଡ଼ ଖବର ବ୍ୟୁରୋ: ନିଲର୍ଜର ସବୁ ସୀମା ପାର କଲେ । କିସ୍ କଲେ ହଗ୍ ବି କଲେ । ହାରିବା ପରେ ବିଜୟର ଉସôବ ମନାଇଲେ । ରୋଡ ଶୋ ବି କଲେ । ଆଉ ଏବେ ମୁନିରଙ୍କ କିସ୍ କରିବା ସହ ଆଲିଙ୍ଗନ…

ଅମୃତସର ହମଲା, ଡେମୋ ଦେଖାଇଲା ଭାରତୀୟ ସେନା

ନୂଆଦିଲ୍ଲୀ( ବଡ଼ ଖବର ବ୍ୟୁରୋ): ଡେମୋ ଦେଖାଇଲା ଭାରତୀୟ ସେନା । କେମିତି ଧ୍ୱଂସ କରିଥିଲା ପାକିସ୍ତାନର ଡ୍ରୋନ । ପହଲଗାମ ହମଲ ପରେ ବିଚଳିତ ହୋଇଥିଲା ପାକିସ୍ତାନ । ଭାରତର ଅନେକ ସହର…

ଯୁବକଙ୍କ ଉନ୍ମତକାଣ୍ଡ, ହଠାତ ଆସିଲେ ଚଳନ୍ତା ବସର ଷ୍ଟିଅରିଂ ମୋଡି ଦେଲେ

ସୋରୋ(ବଡ଼ ଖବର ବ୍ୟୁରୋ): ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ବସ ମଧ୍ୟରେ ଜଣେ ବସ ଯାତ୍ରୀଙ୍କ ଉନ୍ମତକାଣ୍ଡ । ବସଟି ଦୁର୍ଘଟଣାଗ୍ରସ୍ତ ହୋଇ ଅଳ୍ପକେ ବର୍ତ୍ତିଛନ୍ତି ବସ…
[newsletter-pack newsletter=”28″ style=”” si_style=”” title=”” show_title=”0″ icon=”” css=”” css-class=”” custom-id=””]

ଖେଳ

ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ଗାନ୍ଧୀମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ!