Masthead

ତ୍ରିପୁରାରେ କାର୍ଯ୍ୟରତ ଓଡ଼ିଆ ବିଏସଏଫ ଯବାନଙ୍କ ମୃତ୍ୟୁ, କାନ୍ଦବୋବାଳିରେ ଫାଟିପଡୁଛି ଘର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ତ୍ରିପୁରାରେ କାର୍ୟ୍ୟରତ ବିଏସଏଫ ଯବାନ ମୃତ୍ୟୁ । ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇ ଥିବା ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ବେଲଖଣ୍ଡି ଗ୍ରାମର ଈଶ୍ୱର ଚନ୍ଦ୍ର ଦୋରା । ଏ ନେଇ ତ୍ରିପୁରା ବିଏସଏଫ କମାଣ୍ଡାଣ୍ଟ ପକ୍ଷରୁ ଘରକୁ ଖବର ଆସିବା ପରେ କାନ୍ଦବୋବାଳିରେ ଫାଟିପଡୁଛି ଘର । କାନ୍ଦୁଛି ପୂରା ଗାଁ । ସେ ୨୦୦୯ମସିହାରେ ବିଏସଏଫ ଯବାନ ଭାବେ ଯୋଗ ଦେଇ ତ୍ରିପୁରାରେ କାର୍ଯ୍ୟରତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ