ବିଏସପି ସୁପ୍ରିମୋ ମାୟାବତୀଙ୍କ ଘୋଷଣା ଏକା ଲଢିବୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଣ୍ଡିଆ ଏବଂ ଏନଡିଏ ବୈଠକ ମଧ୍ୟରେ ବିଏସପି ସୁପ୍ରିମୋ ମାୟାବତୀଙ୍କ ଘୋଷଣା । ରାଜସ୍ଥାନ ଛତିଶଗଡ ଏବଂ ମଧ୍ୟପ୍ରଦେଶରେ ବିଏସପି ଏକା ଲଢିବ । ନିଜ ଶକ୍ତିକୁ ନେଇ ଆମେ ଲଢିବୁ ବୋଲି କହିଛନ୍ତି ମାୟାବତୀ।

ପଞ୍ଜାବ ଏବଂ ହରିୟାଣାରେ ଆମ ଦଳ ଆଞ୍ଚଳିକ ଦଳ ସହ ମିଶି ନିର୍ବାଚନ ଲଢିବ । ଲୋକସଭା ନିର୍ବାଚନ ପୂର୍ବରୁ ହେବାକୁ ଯାଉଥିବା ରାଜସ୍ଥାନ ଛତିଶଗଡ ଏବଂ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଏସପି ଏକା ଲଢିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ